• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Oct 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର – ଧନୁ ଅହୋରାତ୍ର, ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ରାତ୍ରି ୧୨/୨୫ ଗତେ ୧ ପାଦ

Aquarius

କୁମ୍ଭ

Monday 03 Oct 2022

ଧନିଷ୍ଠା – ଭାତୃ ଲାଭ ଯୋଗ ରହିଛି ।

ଶତଭିଷା – ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତନର ଯୋଗ ରହିଛି ।

ପୂ , ଭାଦ୍ରପଦ – ମାନସିକ ଶାନ୍ତି ବୃଦ୍ଧି ପାଇବ ।

ପ୍ରତିକାର – କଳା ରାଶିକୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :