• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Oct 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର – ଧନୁ ଅହୋରାତ୍ର, ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ରାତ୍ରି ୧୨/୨୫ ଗତେ ୧ ପାଦ

Libra

ତୁଳା

Monday 03 Oct 2022

ଚିତ୍ରା – କ୍ଷମତାଶାଳୀ ହେବାର ସୁଯୋଗ ଆସିବ ।

ସ୍ୱାତୀ – ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ ।

ବିଶାଖା – ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :