• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Oct 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର – ଧନୁ ଅହୋରାତ୍ର, ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ରାତ୍ରି ୧୨/୨୫ ଗତେ ୧ ପାଦ

Capricorn

ମକର

Monday 03 Oct 2022

ଉ , ଷାଢା - କର୍ମ କ୍ଷେତ୍ରରେ ଉନ୍ନତି ହେବ ।

ଶ୍ରବଣା – କୌଣସି ବ୍ୟକ୍ତି ସାହାର୍ଯ୍ୟର ହାତ ବଢାଇବେ ।

ଧନିଷ୍ଠା – ଚାକିରିରେ ପ୍ରାଧ୍ୟାନ୍ୟ ମିଳିବ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :