• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ଗୁରୁବାର । ଚନ୍ଦ୍ର- କନ୍ୟା ନିଶାନ୍ତ ୦୫.୦୫ ଗତେ ତୁଳା,,ତିଥି- ପ୍ରତିପଦ ରାତ୍ରି ୦୨.୫୮ ଗତେ ୨ୟା ,ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୨.୫୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Taurus

ବୃଷ

Thursday 03 Oct 2024

କୃତିକା- ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ଏବଂ ସନ୍ତାନଙ୍କ ପାଇଁ ଚିନ୍ତାଗ୍ରସ୍ତ ରହିବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।ନିଷ୍ପତି ମୂଳକ କାର‌୍ୟ୍ୟରେ ଆଗପଛ ହୋଇ ପାରନ୍ତି ।

ରୋହିଣୀ- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନିତିରେ ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।

ମୃଗଶିରା- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :