• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ଗୁରୁବାର । ଚନ୍ଦ୍ର- କନ୍ୟା ନିଶାନ୍ତ ୦୫.୦୫ ଗତେ ତୁଳା,,ତିଥି- ପ୍ରତିପଦ ରାତ୍ରି ୦୨.୫୮ ଗତେ ୨ୟା ,ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୨.୫୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Pisces

ମୀନ

Thursday 03 Oct 2024

ପୂ,ଭାଦ୍ରପଦ- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ସାମାନ୍ୟ କ୍ଷତି ସହିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ

ଉ,ଭାଦ୍ରପଦ- ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ରେବତୀ- ରାଜନିତିରେ ଆଗ୍ରହ ବଢିପାରେ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :