• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ଗୁରୁବାର । ଚନ୍ଦ୍ର- କନ୍ୟା ନିଶାନ୍ତ ୦୫.୦୫ ଗତେ ତୁଳା,,ତିଥି- ପ୍ରତିପଦ ରାତ୍ରି ୦୨.୫୮ ଗତେ ୨ୟା ,ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୨.୫୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Cancer

କର୍କଟ

Thursday 03 Oct 2024

ପୁନର୍ବସୁ- ସ୍ୱାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ । ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ହେବ । ନୂତନ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇବେ ।

ପୁଷ୍ୟା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢ କରିବେ । ଟଙ୍କା ପଇସା, ନେବା ଆନିବା କ୍ଷେତ୍ରରେ ସତର୍କ ନ ରହିଲେ ଅନୁତାପ କରିବାକୁ ପଡିପାରେ ।

ଅଶ୍ଲେଷା- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :