• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ଗୁରୁବାର । ଚନ୍ଦ୍ର- କନ୍ୟା ନିଶାନ୍ତ ୦୫.୦୫ ଗତେ ତୁଳା,,ତିଥି- ପ୍ରତିପଦ ରାତ୍ରି ୦୨.୫୮ ଗତେ ୨ୟା ,ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୨.୫୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Leo

ସିଂହ

Thursday 03 Oct 2024

ମଘା- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ

ପୂ,ଫାଲଗୁନି-ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ନମ୍ର ସ୍ୱାଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ ।

ଉ,ଫାଲଗୁନି- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ଆନୁଷ୍ଠାନିକ କାର‌୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :