• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ଗୁରୁବାର । ଚନ୍ଦ୍ର- କନ୍ୟା ନିଶାନ୍ତ ୦୫.୦୫ ଗତେ ତୁଳା,,ତିଥି- ପ୍ରତିପଦ ରାତ୍ରି ୦୨.୫୮ ଗତେ ୨ୟା ,ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୨.୫୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Virgo

କନ୍ୟା

Thursday 03 Oct 2024

ଉ,ଫଳଗୁନି- କର୍ମ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ।

ହସ୍ତା- ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ । ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ

ଚିତ୍ରା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :