• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ଗୁରୁବାର । ଚନ୍ଦ୍ର- କନ୍ୟା ନିଶାନ୍ତ ୦୫.୦୫ ଗତେ ତୁଳା,,ତିଥି- ପ୍ରତିପଦ ରାତ୍ରି ୦୨.୫୮ ଗତେ ୨ୟା ,ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୨.୫୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Sagittarius

ଧନୁ

Thursday 03 Oct 2024

ମୂଳା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ

ପୂ,ଷାଢା- ରାଜନିତିରେ କୈାଣସି କାର‌୍ୟ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ।

ଉ,ଷାଢା- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମାଲିମୋକଦ୍ଦମାରେ ସଫଳତା ମିଳିବ ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :