• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ଗୁରୁବାର । ଚନ୍ଦ୍ର- କନ୍ୟା ନିଶାନ୍ତ ୦୫.୦୫ ଗତେ ତୁଳା,,ତିଥି- ପ୍ରତିପଦ ରାତ୍ରି ୦୨.୫୮ ଗତେ ୨ୟା ,ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୨.୫୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Capricorn

ମକର

Thursday 03 Oct 2024

ଉ,ଷାଢା-ନବବିବାହିତା ଦମ୍ପତି ମାନଙ୍କ ଜୀବନ ସୁଖପ୍ରଦ ରହିବ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର‌୍ୟ୍ୟରେ ଲାଭ ହେବ

ଶ୍ରବଣା- କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ମାନସିକ ସ୍ତରରେ ଉନ୍ନତି ଆସିବ । କାର‌୍ୟ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ପିଲାଙ୍କ ଉନ୍ନତ କାର୍ଯ୍ୟ କଳାପ ପାଇଁ ଗୌରବାନ୍ୱିତ ହୋଇପାରନ୍ତି ।

ଧନିଷ୍ଠା- ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ

ପ୍ରତିକାର – ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :