Daily Horoscope 3rd November 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର
/odishatv-khabar/media/media_files/uploadimage/library/16_9/16_9_0/IMAGE_1730604482-899069.jpg)
ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଚନ୍ଦ୍ର- ବିଛା,ତିଥି- ପ୍ରତିପଦ ରାତ୍ରି ୦୮.୨୨ ଗତେ ୨ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- ମେଷ ରାଶିର ,ପୁଷ୍କର ଦୋଷ- ୩ ପାଦ-କୃଷ, ପଶୁ ଓ ବଂଶହାନି-ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୫.୫୮ ଗତେ ୨ ପାଦ-କୃଷି, ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୦.୦୫ ଗତେ ୧ ପାଦ-କୃଷିହାନି-ଭୂମିଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
