ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଶନିବାର ତିଥି – ୭ମୀ ଦିବା ୧୨/୨୮ ଗତେ ୮ମୀ ଚନ୍ଦ୍ର – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର –ବିଛା, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୧୨/୨୮ ଗତେ ୧ ପାଦ କୃଷିହାନି-ଭୂମିଦାନ
ଧନିଷ୍ଠା – ଆପଣଙ୍କ ବ୍ୟବହାର ସମସ୍ତଙ୍କ ପ୍ରତି ଭଲ ରହିବ
ଶତଭିଷା – ବହୁ ଦିନର ସ୍ୱପ୍ନ ସାକାର ହେବ
ପୂ , ଭାଦ୍ରପଦ – ପ୍ରସାଧନ ଦୋକାନୀଙ୍କୁ ଯଥେଷ୍ଟ ଲାଭ ମିଳିବ
ପ୍ରତିକାର – ଶନିଙ୍କର ଗାୟତ୍ରି ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮