• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2022: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ସଫଳତା ପାଇବେ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଶନିବାର ତିଥି – ୭ମୀ ଦିବା ୧୨/୨୮ ଗତେ ୮ମୀ ଚନ୍ଦ୍ର – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର –ବିଛା, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୧୨/୨୮ ଗତେ ୧ ପାଦ କୃଷିହାନି-ଭୂମିଦାନ

Virgo

କନ୍ୟା

Saturday 03 Sep 2022

ଉ , ଫାଲଗୁନୀ – ନିର୍ଦ୍ଧାରିତ ସମୟ ପୂର୍ବରୁ କିଛି ଯୋଜନା ପୁରା ହୋଇଯିବ

ହସ୍ତା – ଆପଣଙ୍କର ସବୁ ଅଶାନ୍ତି ଦୂର ହେବ

ଚିତ୍ରା – ଅଫିସ୍‌ରେ ସହକର୍ମୀଙ୍କ ସହିତ ବନ୍ଧୁତା ହୋଇପାରେ

ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :