ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଶନିବାର ତିଥି – ୭ମୀ ଦିବା ୧୨/୨୮ ଗତେ ୮ମୀ ଚନ୍ଦ୍ର – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର –ବିଛା, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୧୨/୨୮ ଗତେ ୧ ପାଦ କୃଷିହାନି-ଭୂମିଦାନ
ମୂଳା – ପୁରୁଣା କଥାକୁ ନେଇ ଚିନ୍ତିତ ରହିବେ
ପୂ , ଷାଢା – ଅନ୍ୟକାମରେ ନିଜର ମତ ଦେବାରୁ ନିବୃତ ରୁହନ୍ତୁ
ଉ , ଷାଢା – ବ୍ୟବସାୟ କାମରେ ଦୂର ଜାଗାକୁ ଯିବେ
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩