Advertisment

Daily Horoscope 3rd September 2022: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ସଫଳତା ପାଇବେ

author-image
Pallipuspa Samal
Daily Horoscope 3rd September 2022: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ସଫଳତା ପାଇବେ
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଶନିବାର ତିଥି – ୭ମୀ ଦିବା ୧୨/୨୮ ଗତେ ୮ମୀ ଚନ୍ଦ୍ର – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର –ବିଛା, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୧୨/୨୮ ଗତେ ୧ ପାଦ କୃଷିହାନି-ଭୂମିଦାନ