ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଶନିବାର ତିଥି – ୭ମୀ ଦିବା ୧୨/୨୮ ଗତେ ୮ମୀ ଚନ୍ଦ୍ର – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର –ବିଛା, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୧୨/୨୮ ଗତେ ୧ ପାଦ କୃଷିହାନି-ଭୂମିଦାନ
ମଘା – ଲୁଗା ବ୍ୟବସାୟୀ ସତର୍କ ରୁହନ୍ତୁ
ପୂ , ଫାଲଗୁନୀ - ସ୍ୱଭାବରେ ଟିକେ ଚିଡିଚିଡାପଣ ରହିବ
ଉ ,ଫାଲଗୁନୀ – ପ୍ରେମ ସମ୍ବନ୍ଧ ଗଭୀର ହେବ
ପ୍ରତିକାର - କୂଳ ଦେବତାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧