• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2023: ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ, ଅଯଥା ବ୍ୟୟ ହେବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଚନ୍ଦ୍ର- ମୀନ ଦିବା ୧୦.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୨୪ ଗତେ ୫ମୀ । ଘାତ ଚନ୍ଦ୍ର- ଧନୁ , ଦିବା ୧୦.୩୯ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Aries

ମେଷ

Sunday 03 Sep 2023

ଅଶ୍ୱନୀ- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ

ଦ୍ୱିଜା- ଛାତ୍ରଛାତ୍ରୀଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ହାସଲ କରିବା ଦିଗରେ ଆଗେଇବେ । ରାଜନୀତିରେ ଯଥେଷ୍ଟ ଲାଭ ପାଇବେ ।

କୃତିକା- ଶତ୍ରୁମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ନିଜର ଖର୍ଚ୍ଚ ଉପରେ ଆୟତ୍ତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି ।

ପ୍ରତିକାର- ଦହି ଓ ଚିନି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :