• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2023: ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ, ଅଯଥା ବ୍ୟୟ ହେବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଚନ୍ଦ୍ର- ମୀନ ଦିବା ୧୦.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୨୪ ଗତେ ୫ମୀ । ଘାତ ଚନ୍ଦ୍ର- ଧନୁ , ଦିବା ୧୦.୩୯ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Sunday 03 Sep 2023

କୃତିକା- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ

ରୋହିଣୀ- ରାଜନୀତିରେ ଆର୍ଥିକ ଲାଭ ମିଳିପାରେ । ଚାକିରିରେ ପଦୋନ୍ନତିର ଯୋଗ ରହିଛି । ଘରେ ଖୁସିର ମାହୋଲ୍ ରହିବ । କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ ।

ମୃଗଶିରା- ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । କ୍ରୀଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।

ପ୍ରତିକାର- ମା’ କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :