• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2023: ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ, ଅଯଥା ବ୍ୟୟ ହେବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଚନ୍ଦ୍ର- ମୀନ ଦିବା ୧୦.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୨୪ ଗତେ ୫ମୀ । ଘାତ ଚନ୍ଦ୍ର- ଧନୁ , ଦିବା ୧୦.୩୯ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Sunday 03 Sep 2023

ଧନିଷ୍ଠା- ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ପ୍ରେମ ସମ୍ପର୍କରେ ଦୃଢତା ଆସିପାରେ । ବ୍ୟବସାୟରେ ଉନ୍ନ୍‌ତି କରିବେ ।

ଶତଭିଷା- ଶିକ୍ଷାର୍ଥୀ ମାନଙ୍କୁ ଆଶାନୁରୂପ ଫଳ ପାଇବା ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ବନ୍ଧୁ ମାନଙ୍କ ସହିତ ଭ୍ରମଣର ଯୋଗ ରହିଛି ।

ପୂ, ଭାଦ୍ରପଦ- ଅସୁବିଧାରେ ପଡ଼ି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାରେ ଡେରି କରିବ । ସାମାଜିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିବେ। ଧାର୍ମିକ ବାତାବରଣ ମଧ୍ୟରେ ଆନନ୍ଦ ଅନୁଭବ କରିବେ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :