• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2023: ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ, ଅଯଥା ବ୍ୟୟ ହେବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଚନ୍ଦ୍ର- ମୀନ ଦିବା ୧୦.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୨୪ ଗତେ ୫ମୀ । ଘାତ ଚନ୍ଦ୍ର- ଧନୁ , ଦିବା ୧୦.୩୯ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Sunday 03 Sep 2023

ପୂ, ଭାଦ୍ରପଦ- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।

ଉ, ଭାଦ୍ରପଦ- ଅଫିସ୍ କାର୍ଯ୍ୟ ରେ ଡେରି ହୋଇପାରେ । ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ

ରେବତୀ- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ । ବନ୍ଧୁ ମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :