• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2023: ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ, ଅଯଥା ବ୍ୟୟ ହେବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଚନ୍ଦ୍ର- ମୀନ ଦିବା ୧୦.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୨୪ ଗତେ ୫ମୀ । ଘାତ ଚନ୍ଦ୍ର- ଧନୁ , ଦିବା ୧୦.୩୯ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Sunday 03 Sep 2023

ମୃଗଶିରା- ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । କର୍ମକ୍ଷେତ୍ରରେ ନୂତନ କର୍ମନିଯୁକ୍ତିର ସମ୍ଭାବନା ଅଧିକ ରହିଛି । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ଆଦ୍ରା- ରାଜନୀତିରେ ସତ୍ୟବାଦି ହେବେ । ବନ୍ଧୁଙ୍କ ଠାରୁ ସହାୟତା ପାଇ ପାରନ୍ତି । ଲେଖାପଢାରେ ଧନ ଅର୍ଜନ କରିବେ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ ।

ପୁନର୍ବସୁ- ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ମୂଲ୍ୟବାନ୍ ଜିନିଷ ଚୋରି ହେବା ସମ୍ଭାବନା ରହିଛି ।

ପ୍ରତିକାର- ମା’ ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :