• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2023: ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ, ଅଯଥା ବ୍ୟୟ ହେବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଚନ୍ଦ୍ର- ମୀନ ଦିବା ୧୦.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୨୪ ଗତେ ୫ମୀ । ଘାତ ଚନ୍ଦ୍ର- ଧନୁ , ଦିବା ୧୦.୩୯ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Sunday 03 Sep 2023

ପୁନର୍ବସୁ- ବେପାର, ବାଣିଜ୍ୟରୁ ସୁଫଳ ପାଇବେ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।

ପୁଷ୍ୟା- ଚାକିରି କ୍ଷେତ୍ରରେ କୂଟନୀତି ପଦାରେ ପଡି ଯିବାର ଭୟ ରହିଛି । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ ।

ଅଶ୍ଳେଷା- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି ।

ପ୍ରତିକାର- ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :