• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2023: ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ, ଅଯଥା ବ୍ୟୟ ହେବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଚନ୍ଦ୍ର- ମୀନ ଦିବା ୧୦.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୨୪ ଗତେ ୫ମୀ । ଘାତ ଚନ୍ଦ୍ର- ଧନୁ , ଦିବା ୧୦.୩୯ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Sunday 03 Sep 2023

ମଘା- ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ । ବ୍ୟବସାୟିକ ସ୍ଥିତି ଅନୁକୁଳ ରହିବ ।

ପୂ- ଫାଲ୍‌ଗୁନୀ- ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ । ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । କ୍ୟାରିୟର ପାଇଁ ଅଧିକ ଚିନ୍ତାଗ୍ରସ୍ତ ହେବେ ।

ଉ- ଫାଲ୍‌ଗୁନୀ- ନୂତନ ବସ୍ତ୍ରାଳଙ୍କାର ପାଇଁ ମନ ବଳାଇପାରନ୍ତି । ରାଜନୀତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ବିଦେଶ ଆଗମନର ସୁଯୋଗ ଆସିବ

ପ୍ରତିକାର - ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :