• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2023: ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ, ଅଯଥା ବ୍ୟୟ ହେବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଚନ୍ଦ୍ର- ମୀନ ଦିବା ୧୦.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୨୪ ଗତେ ୫ମୀ । ଘାତ ଚନ୍ଦ୍ର- ଧନୁ , ଦିବା ୧୦.୩୯ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Sunday 03 Sep 2023

ଉ- ଫାଲ୍‌ଗୁନୀ- ପ୍ରେମ ଜୀବନ ମଧୁରମୟ ରହିବ । କର୍ମ କରିବା ଶୈଳିରେ ପରିବର୍ତ୍ତନ ଆଣିବେ । ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ବଢିଆ ରହିବ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ ।

ହସ୍ତା- ସରକାରି ପକ୍ଷରୁ ଆର୍ଥିକ ସାହାଯ୍ୟ ଓ ସହଯୋଗ ମିଳିବ । ବିଦ୍ୟାର୍ଥୀମାନେ କିଛି ସଫଳତା ପାଇପାରନ୍ତି । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି ।

ଚିତ୍ରା- କୋର୍ଟ କଚେରୀ ମାମଲାରେ ଜୟଯୁକ୍ତ ହେବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଚଞ୍ଚଳ ମନ ଯୋଗୁ କୈାଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।

ପ୍ରତିକାର- ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :