• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2023: ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ, ଅଯଥା ବ୍ୟୟ ହେବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଚନ୍ଦ୍ର- ମୀନ ଦିବା ୧୦.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୨୪ ଗତେ ୫ମୀ । ଘାତ ଚନ୍ଦ୍ର- ଧନୁ , ଦିବା ୧୦.୩୯ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Sunday 03 Sep 2023

ଚିତ୍ରା- ପାରିବାରିକ ଜୀବନ ଶାନ୍ତିରେ କଟିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ମାନସିକ ଦୁଃଚିନ୍ତା ଲାଗି ରହିବ ।

ସ୍ୱାତୀ- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ

ବିଶାଖା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳାମାନଙ୍କ ମନରେ ନୂଆ ନୂଆ ବିଚାର ଆସିବ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :