• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2023: ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ, ଅଯଥା ବ୍ୟୟ ହେବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଚନ୍ଦ୍ର- ମୀନ ଦିବା ୧୦.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୨୪ ଗତେ ୫ମୀ । ଘାତ ଚନ୍ଦ୍ର- ଧନୁ , ଦିବା ୧୦.୩୯ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Sunday 03 Sep 2023

ବିଶାଖା- କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲ କରିପାରନ୍ତି । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି । ଆପଣଙ୍କ ଭୁଲ୍ ନିଷ୍ପତ୍ତି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି କରିବ ।

ଅନୁରାଧା- ଛାତ୍ରଛାତ୍ରୀ ମାନେ ସ୍ୱାଭିମାନୀ ହେବେ । ଆପଣଙ୍କର ଆତ୍ମ ବିଶ୍ୱାସ ଦେଖି କର୍ତୁପକ୍ଷ ଖୁସିହେବେ । ରାଜନୀତିରେ ଆଦର ସମ୍ମାନ ପାଇବେ । ବଡ କଂପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ ।

ଜ୍ୟୋଷ୍ଠା- ଭୂମି କ୍ରୟ କରିବାର ସୁଯୋଗ ଅଛି । ମହିଳା ମାନେ ସ୍ୱାଭିମାନ ରହିବେ । ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ । ନୂତନ ବନ୍ଧୁ ଙ୍କ ସହ ସମୟ ବିତାଇବେ ।

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :