• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2023: ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ, ଅଯଥା ବ୍ୟୟ ହେବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଚନ୍ଦ୍ର- ମୀନ ଦିବା ୧୦.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୨୪ ଗତେ ୫ମୀ । ଘାତ ଚନ୍ଦ୍ର- ଧନୁ , ଦିବା ୧୦.୩୯ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Sunday 03 Sep 2023

ମୂଳା- କାରବାରରେ ଆପଣଙ୍କର ବହୁତ ଲାଭ ହେବ। ଜୀବନ ସାଥି ଆପଣଙ୍କର ପ୍ରଂଶସା କରିବେ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ

ପୂ, ଷାଢା- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଅଫିସ୍ କାମରେ ବ୍ୟସ୍ତ ରହିବେ । ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ

ଉ, ଷାଢା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ନୂତନ ଜିନିଷ କ୍ରୟ କରିପାରନ୍ତି ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :