• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2023: ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ, ଅଯଥା ବ୍ୟୟ ହେବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଚନ୍ଦ୍ର- ମୀନ ଦିବା ୧୦.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୨୪ ଗତେ ୫ମୀ । ଘାତ ଚନ୍ଦ୍ର- ଧନୁ , ଦିବା ୧୦.୩୯ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Sunday 03 Sep 2023

ଉ, ଷାଢା- ଜୀବନ ସାଥିଙ୍କ ସହ ସମ୍ପର୍କ ଭଲ ରହିବ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସଫଳତା ଅର୍ଜନ କରିବେ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।

ଶ୍ରବଣା- ଯାନବାହନ ,ବ୍ୟବସାୟରେ ସଫଳତା ଲାଭ କରିବେ । ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଦିନଟି ଅନୁକୁଳ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ

ଧନିଷ୍ଠା- ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :