• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ବ୍ୟବସାୟ କ୍ଷେତ୍ରରେ ନିବେଶ କଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ।

Taurus

ବୃଷ

Tuesday 03 Sep 2024

କୃତିକା- ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ଜୀବନ ସାଥିଙ୍କ ସହିତ ସାମଞସ୍ୟ ବଜାୟ ରହିବ

ରୋହିଣୀ- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘରୋଇ କଂପାନୀରେ ଚାକିରି ମିଳିପାରେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ରାଜନିତିରେ ସତ୍ୟବାଦି ହେବେ ।

ମୃଗଶିରା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଆର୍ଥିକ ଲାଭ ସହ ସମ୍ପତି ବୃଦ୍ଧି ହେବ । ଜମିବାଡି ସମ୍ବନ୍ଧୀୟ ମତାନ୍ତର ସୃଷ୍ଟି ହେବ । ମହିଳା ମାନେ ପୂଜା, ପାଠରେ ମନ ଲଗାଇବେ ।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :