• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ବ୍ୟବସାୟ କ୍ଷେତ୍ରରେ ନିବେଶ କଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ।

Pisces

ମୀନ

Tuesday 03 Sep 2024

ପୂ,ଭାଦ୍ରପଦ- କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ

ଉ,ଭାଦ୍ରପଦ- ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।

ରେବତୀ- ଅଫିସ୍ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :