• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ବ୍ୟବସାୟ କ୍ଷେତ୍ରରେ ନିବେଶ କଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ।

Gemini

ମିଥୁନ

Tuesday 03 Sep 2024

ମୃଗଶିରା - ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ

ଆଦ୍ରା - ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି , ଅବଶ୍ୟ ସଫଳତା ପାଇବେ । ଆପଣଙ୍କ ସବୁ ମନୋକାମନା ପୁର୍ଣ ହେବ

ପୁନର୍ବସୁ - ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :