• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ବ୍ୟବସାୟ କ୍ଷେତ୍ରରେ ନିବେଶ କଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ।

Cancer

କର୍କଟ

Tuesday 03 Sep 2024

ପୁନର୍ବସୁ- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଲାଗିରହିଥିବା ମତାନ୍ତର ଦୂର ହୋଇଯିବ । ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।

ପୁଷ୍ୟା- ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବିଦ୍ୟାର୍ଥୀ ମାନେ ପଢାପଢିରେ ଓ ପରିକ୍ଷାରେ କୃତକାର‌୍ୟ୍ୟ ହେବେ ।

ଅଶ୍ଲେଷା- ବହୁ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ମହିଳା ମାନେ ଧୈର‌୍ୟ୍ୟ ଧରି କାମ କରିଲେ କାର‌୍ୟ୍ୟରେ ବିଜୟଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ

ପ୍ରତିକାର – ଗୁରୁଜନମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :