• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ବ୍ୟବସାୟ କ୍ଷେତ୍ରରେ ନିବେଶ କଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ।

Leo

ସିଂହ

Tuesday 03 Sep 2024

ମଘା – କର୍ମଜିବୀ ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।

ପୂ , ଫାଲଗୁନୀ - ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ସଂପର୍କ ବଢିବ । କୈାଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ ।

ଉ ,ଫାଲଗୁନୀ – ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘର କାମ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ ।

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :