• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ବ୍ୟବସାୟ କ୍ଷେତ୍ରରେ ନିବେଶ କଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ।

Virgo

କନ୍ୟା

Tuesday 03 Sep 2024

ଉ,ଫଳଗୁନି- ପେଟରେ ସାମାନ୍ୟ କଷ୍ଟ ଅନୁଭବ କରିବେ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ

ହସ୍ତା- କାହାକୁ କୈାଣସି କଥା ବୁଝାଇବାରେ ଭୁଲ ହୋଇପାରେ । ସାମାଜିକ କାର‌୍ୟ୍ୟକୁ ଯିବା ପାଈଁ ଭଲ ଅବସର ମିଳିବେ । ରାଜନେତାଙ୍କର ସମାଜରେ ଆଦର ବଢିବ । ପଢାରେ ଗୁରୁଜନଙ୍କ ଆଶ୍ରିବାଦ ଲାଭ କରିବେ ।

ଚିତ୍ରା- ଅଫିସ୍ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ ।

ପ୍ରତିକାର - ସକାଳୁ କୁକୁର,କାଉକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :