• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ବ୍ୟବସାୟ କ୍ଷେତ୍ରରେ ନିବେଶ କଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ।

Scorpio

ବିଛା

Tuesday 03 Sep 2024

ବିଶାଖା- ପରସ୍ପର ପ୍ରତି ଥିବା ପ୍ରେମ ଭାବନା ବଢିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ ।

ଅନୁରାଧା- ଆପଣଙ୍କର ଆତ୍ମ ବିଶ୍ୱାସ ସ୍ଥର ଉଚ୍ଚ ରହିବ । ପରିବାରର ସଦସ୍ୟଙ୍କ ସହିତ ଭଦ୍ର ଭାବରେ କଥା ହେବେ ଏବଂ ସହନଶୀଳତା ବଜାୟ ରଖିବେ । ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ

ଜ୍ୟେଷ୍ଠା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :