• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ବ୍ୟବସାୟ କ୍ଷେତ୍ରରେ ନିବେଶ କଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ।

Capricorn

ମକର

Tuesday 03 Sep 2024

ଉ,ଷାଢା- ସ୍ୱାସ୍ଥ୍ୟ ସମସ୍ୟା ଅନେକାଂଶରେ କମ୍ ରହିବ । ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ । ଅଫିସ୍ରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ଔଷଧ ସମ୍ପନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ ।

ଶ୍ରବଣା- ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ ।

ଧନିଷ୍ଠା- ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି । ସମ୍ମାନିତ ଲୋକଙ୍କ ସହ ମିଶିବେ ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :