• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଚାନକ ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଦିବା ୦୪.୦୫ ଗତେ କନ୍ୟା,ତିଥି – ୧୩ଶୀ ଦିବା ୦୮.୦୫ ଗତେ ୧୪ଶୀ ,ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୦୫ ଗତେ ବୃଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ୦୯.୩୫ ଗତେ ୨ପାଦ ।

Taurus

ବୃଷ

Tuesday 04 Apr 2023

କୃତିକା- ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ଅଧିକ ପରିଶ୍ରମ କରିଲେ ଜରୁରୀ କାମ ପୁରା ହୋଇଯିବ । ଦୁର୍ବଳ ଇଚ୍ଛା ଶକ୍ତି ହେତୁ ଆପଣଙ୍କର ମାନସିକ ଅଶାନ୍ତି ଘଟିପାରେ ।

ରୋହିଣୀ- ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ସକାରାତ୍ମକ ଭାବନାର ସହାୟତା ନିଅନ୍ତୁ । ଡାକ୍ତରଙ୍କର ଖ୍ୟାତି ସୁଦୂରପ୍ରସାରୀ ହେବ ସଙ୍ଗୀତ । କ୍ଷେତ୍ରରେ ପ୍ରଶଂସା ପାଇପାରନ୍ତି ।

ମୃଗଶିରା- ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ । କୌଣସି କଥାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ । ବ୍ୟର୍ଥ କଥାଠୁ ନିଜକୁ ଦୂରରେ ରଖନ୍ତୁ । ଚାକିରିଆଙ୍କୁ ପଦୋନ୍ନତି ମିଳିପାରେ

ପ୍ରତିକାର – ମାଆ କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :