• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଚାନକ ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଦିବା ୦୪.୦୫ ଗତେ କନ୍ୟା,ତିଥି – ୧୩ଶୀ ଦିବା ୦୮.୦୫ ଗତେ ୧୪ଶୀ ,ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୦୫ ଗତେ ବୃଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ୦୯.୩୫ ଗତେ ୨ପାଦ ।

Pisces

ମୀନ

Tuesday 04 Apr 2023

ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ ସମ୍ବନ୍ଧିତ କିଛି ସମସ୍ୟା ମଧ୍ୟ ଦେଖା ଦେଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।

ଉ, ଭାଦ୍ରପଦ- ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।

ରେବତୀ- ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଛାତ୍ରଛାତ୍ରୀ ମାନେ ବିଦେଶଯାତ୍ରା କରି ପାରିବେ । ରାଜନୀତିରେ କିଛି ଦାୟିତ୍ୱ ଗ୍ରହଣ କରିବେ । ମାଲିମକନ୍ଦମାରେ ସଫଳତା ପ୍ରାପ୍ତି ହେବ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :