• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଚାନକ ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଦିବା ୦୪.୦୫ ଗତେ କନ୍ୟା,ତିଥି – ୧୩ଶୀ ଦିବା ୦୮.୦୫ ଗତେ ୧୪ଶୀ ,ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୦୫ ଗତେ ବୃଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ୦୯.୩୫ ଗତେ ୨ପାଦ ।

Gemini

ମିଥୁନ

Tuesday 04 Apr 2023

ମୃଗଶିରା- କାର‌୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ ।

ଆଦ୍ରା- ଜୀବନ ସାଥୀଙ୍କ ସହିତ ସମୟ ବିତାଇବେ । ଅଫିସ୍ରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । କୈାଣସି କାମକୁ ମୂଳରୁ ଆରମ୍ଭ କରିବେ । ଜମିଜମା କାରବାରରେ ଠକାମୀରେ ପଡିବେ

ପୁନର୍ବସୁ- ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ପରିସି୍ଥତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ଅଯଥା କଥା ଠାରୁ ନିଜକୁ ଦୂରରେ ରଖନ୍ତୁ । ଜମି ସମସ୍ୟା ସମାଧାନ ହେବ

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :