• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଚାନକ ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଦିବା ୦୪.୦୫ ଗତେ କନ୍ୟା,ତିଥି – ୧୩ଶୀ ଦିବା ୦୮.୦୫ ଗତେ ୧୪ଶୀ ,ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୦୫ ଗତେ ବୃଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ୦୯.୩୫ ଗତେ ୨ପାଦ ।

Leo

ସିଂହ

Tuesday 04 Apr 2023

ମଘା- ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ସରକାରୀ ଚାକିରିଆଙ୍କ କାମରେ ଅଧିକାରୀ ଖୁସି ରହିବେ

ପୂ- ଫାଲ୍‌ଗୁନୀ- ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି । ବେକାରୀଙ୍କୁ ଚାକିରିର ସୁଯୋଗ ଆସିପାରେ । କାର‌୍ୟ୍ୟରେ ଭାଗ୍ୟର ସହଯୋଗ ପାଇବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ

ଉ- ଫାଲ୍‌ଗୁନୀ- ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । କାମରେ ନୂଆ ପ୍ରଦର୍ଶନ କରିବେ । ଧନ ପ୍ରାପ୍ତିର ଭଲ ଯୋଗ ରହିଛି । ମନରେ ନୂଆ ଆଶା ସୃଷ୍ଟି ହେବ, ଆପଣ ସକାରତ୍ମକ ରହିବେ

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :