• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଚାନକ ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଦିବା ୦୪.୦୫ ଗତେ କନ୍ୟା,ତିଥି – ୧୩ଶୀ ଦିବା ୦୮.୦୫ ଗତେ ୧୪ଶୀ ,ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୦୫ ଗତେ ବୃଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ୦୯.୩୫ ଗତେ ୨ପାଦ ।

Virgo

କନ୍ୟା

Tuesday 04 Apr 2023

ଉ- ଫାଲ୍‌ଗୁନୀ- କୃଷି ଜୀବୀଙ୍କୁ ଲାଭ ମିଳିପାରେ । ଚାକିରିଆଙ୍କର ଭଲ ଜାଗାକୁ ବଦଳି ହେବ । ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଆପଣଙ୍କର ଆତ୍ମବିଶ୍ୱାସ ଦେଖି କର୍ତୁପକ୍ଷ ଖୁସିହେବେ ।

ହସ୍ତା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । କିଛି ବିଶେଷ କାର‌୍ୟ୍ୟ ଅତି ଶିଘ୍ର ପୂରଣ ହେବ । କାହାରି ଆଗରେ ଗୋପନୀୟ କଥା ଆଲୋଚନା କରନ୍ତୁ ନାହିଁ ।

ଚିତ୍ରା- ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଆପଣଙ୍କ ପ୍ରତିଭାରୁ ଲୋକଙ୍କୁ ପ୍ରେରଣା ମିଳିବ । ସମାଜରେ ଯଶ ଖ୍ୟାତି ବଢିବ । ଲାଗି ରହିଥିବା ଚିନ୍ତା ସମାପ୍ତି ହେବ

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :