• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଚାନକ ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଦିବା ୦୪.୦୫ ଗତେ କନ୍ୟା,ତିଥି – ୧୩ଶୀ ଦିବା ୦୮.୦୫ ଗତେ ୧୪ଶୀ ,ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୦୫ ଗତେ ବୃଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ୦୯.୩୫ ଗତେ ୨ପାଦ ।

Libra

ତୁଳା

Tuesday 04 Apr 2023

ଚିତ୍ରା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ । ଶାରିରୀକ କ୍ଲେଶ ଦୂର ହୋଇଯିବ । ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ

ସ୍ୱାତୀ- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇପାରନ୍ତି । ବହୁଦିନରୁ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିପାରିବେ । ଆତ୍ମୀୟ ସୂଜନ ଆପଣଙ୍କ ବିରୋଧୀ ହେବେ

ବିଶାଖା- ନିଜ ଲୋକଙ୍କ ବେଖାତିରି ମନୋଭାବ ମାନସିକ ଅଶାନ୍ତିର କାରଣ ହୋଇପାରେ । ଆପଣଙ୍କ ସି୍ଥତି ବିପର‌୍ୟ୍ୟସ୍ତ ହୋଇପାରେ, ଏବଂ କୌଣସି ଅସ୍ୱାଭାବିକ ଘଟଣାରେ ସପୃକ୍ତ ରହିବେ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :