• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଚାନକ ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଦିବା ୦୪.୦୫ ଗତେ କନ୍ୟା,ତିଥି – ୧୩ଶୀ ଦିବା ୦୮.୦୫ ଗତେ ୧୪ଶୀ ,ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୦୫ ଗତେ ବୃଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ୦୯.୩୫ ଗତେ ୨ପାଦ ।

Scorpio

ବିଛା

Tuesday 04 Apr 2023

ବିଶାଖା- ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ

ଅନୁରାଧା- ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ôଯତଶୀଳ ରହିବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ମହିଳା ମାନେ ଉତ୍ସାହିତ ରହିବେ

ଜ୍ୟୋଷ୍ଠା- ଆର୍ଥିକ ସକଂଟ ଲାଗି ରହିଲେ ମଧ୍ୟ ନୂତନ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ସ୍ଥିର ମନ ନେଇ କାମ କରିଲେ ସମସ୍ୟାର ସମାଧାନ ହେବାର କାରଣ ଅଛି । ଆଜି ଆପଣଙ୍କ ସାମନାକୁ ନୂଆ ଅବସର ଆସିବ

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :