• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଚାନକ ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଦିବା ୦୪.୦୫ ଗତେ କନ୍ୟା,ତିଥି – ୧୩ଶୀ ଦିବା ୦୮.୦୫ ଗତେ ୧୪ଶୀ ,ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୦୫ ଗତେ ବୃଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ୦୯.୩୫ ଗତେ ୨ପାଦ ।

Sagittarius

ଧନୁ

Tuesday 04 Apr 2023

ମୂଳା- ଚାକିରୀରେ ପାଇଁ ନୂଆ ଖବର ଆସିପାରେ । ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ପ୍ରେମ ଜୀବନ ମଧୁରମୟ ରହିବ କୈଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ମନରେ ଧାର୍ମିକ କାର‌୍ୟ୍ୟ ପ୍ରତି ଶ୍ରଦ୍ଧା ବଢିବ ।

ପୂ, ଷାଢା- ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ବନ୍ଧୁ କଲ୍ୟାଣ ସିଦ୍ଧି ହେବ । ବ୍ୟପାର ବୃର୍ତିରେ ପ୍ରଗତି ହେବ ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।

ଉ, ଷାଢା- କୈାଣସି ବଡ ଦାୟିତ୍ୱ ଦେବେ ମହିଳାଙ୍କ ଭାଗ୍ୟ ଉଜ୍ଜଳ ହେବ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ପୂର୍ବ ବ୍ୟବସାୟ ଚୁକ୍ତି ଆପଣଙ୍କୁ ଅଚାନକ ଲାଭ ହେବ

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :