• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଚାନକ ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଦିବା ୦୪.୦୫ ଗତେ କନ୍ୟା,ତିଥି – ୧୩ଶୀ ଦିବା ୦୮.୦୫ ଗତେ ୧୪ଶୀ ,ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୦୫ ଗତେ ବୃଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ୦୯.୩୫ ଗତେ ୨ପାଦ ।

Capricorn

ମକର

Tuesday 04 Apr 2023

ଉ, ଷାଢା- ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ । ଆତ୍ମତୃପ୍ତି ଲାଭ କରିବେ । କର୍ମକ୍ଷେତ୍ରରେ ସାହାସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଂଶସିତ ହେବେ । ମହିଳା ମାନଙ୍କର ଜୀବନ ସୁଖ ସନ୍ତୋଷରେ କଟିବ ।

ଶ୍ରବଣା- ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ପାରିବାରିକ ସମସ୍ୟା ଘଟିଲେ ମଧ୍ୟ ଦୁଃସାହସିକ ପଦକ୍ଷପ ନେଇ ସମସ୍ୟାର ସମାଧାନ କରିବେ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ

ଧନିଷ୍ଠା- ଉପରିସ୍ଥ ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । କୌଣସି କାର‌୍ୟ୍ୟକୁ ନେଇ ଚିନ୍ତିତ ରହିବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :