• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୪ତାରିଖ ଗୁରୁବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ଦଶମୀ ଦିବା ୦୪.୧୪ ଗତେ। ଏକାଦଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।

Aries

ମେଷ

Thursday 04 Apr 2024

ଅଶ୍ୱନୀ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ। ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ଦ୍ୱିଜା- ରାଜନୀତିରେ କୈାଣସି କାର‌୍ୟ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ ।

କୃତିକା– ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ। .

ପ୍ରତିକାର – ଇଷ୍ଟଦେବ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :