• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୪ତାରିଖ ଗୁରୁବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ଦଶମୀ ଦିବା ୦୪.୧୪ ଗତେ। ଏକାଦଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।

Taurus

ବୃଷ

Thursday 04 Apr 2024

କୃତିକା- ସବୁ କାମରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପରିବାରର ବ୍ୟୟ ବୃଦ୍ଧି କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରୁ ପ୍ରଶଂସିତ ହେବେ।

ରୋହିଣୀ- ମାଙ୍ଗଳିକ କାର‌୍ୟ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ଅସଂଯତ କାର‌୍ୟ୍ୟକଳାପ ସମସ୍ୟାକୁ ବଢାଇ ଦେବ। ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।

ମୃଗଶିରା- ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ପାଇବେ । ଉତ୍ତରାଧିକାରୀ ସୂତ୍ରରେ କୈାଣସି ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଗୁରୁଜନମାନଙ୍କ ସହିତ ମତାନ୍ତର ହୋଇପାରେ।

ପ୍ରତିକାର – ଶ୍ୱେତଚନ୍ଦନରେ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :