• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୪ତାରିଖ ଗୁରୁବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ଦଶମୀ ଦିବା ୦୪.୧୪ ଗତେ। ଏକାଦଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।

Aquarius

କୁମ୍ଭ

Thursday 04 Apr 2024

ଧନିଷ୍ଠା - ଶାରିରୀକ ଓ ମାନସିକସ୍ତରରେ ଉନ୍ନତି ଆସିବ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ। ପାରିବାରିକ ଶାନ୍ତି ବୃଦ୍ଧି ପାଇବ ଏବଂ ସମସ୍ତ କାର‌୍ୟ୍ୟ ଶୁଭପ୍ରଦ ହେବ ।

ଶତଭିଷା- ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନୀତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ପୂ, ଭାଦ୍ରପଦ- ଠିକ୍ ସମୟରେ ଉଚିତ୍ ପଦକ୍ଷେପ ନେବେ । ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମହିଳାମାନେ ପୂରାତନ ରୋଗର ପୀଡା ଅନୁଭବ କରିବେ ।

ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :