• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୪ତାରିଖ ଗୁରୁବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ଦଶମୀ ଦିବା ୦୪.୧୪ ଗତେ। ଏକାଦଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।

Pisces

ମୀନ

Thursday 04 Apr 2024

ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡଜନିତ ସମସ୍ୟା ଦେଖାଦେଇପାରେ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ପିଲାମାନଙ୍କର ଉନ୍ନତିରେ ଖୁସି ଅନୁଭବ କରିବେ।

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ଅର୍ଥାତ୍ ଚାକିରି ହେଉ କି ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ॥

ରେବତୀ- ନୂତନ ଗୃହପୋକରଣ କ୍ରୟ କରିପାରନ୍ତି । ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର‌୍ୟ୍ୟରେ ଅଗ୍ରଗତି ଘଟିବ । ପିଲାଙ୍କ ସକାଶେ ଅଶାନ୍ତି ରହି କୌଣସି କାମକୁ ଠିକ୍ ଭାବେ କରିପାରିବେ ନାହିଁ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :