• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୪ତାରିଖ ଗୁରୁବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ଦଶମୀ ଦିବା ୦୪.୧୪ ଗତେ। ଏକାଦଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।

Gemini

ମିଥୁନ

Thursday 04 Apr 2024

ମୃଗଶିରା- କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । ସାମାଜିକସ୍ତରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହେବେ।

ଆଦ୍ରା- ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।

ପୁନର୍ବସୁ- ଭାଗ୍ୟ ଆପଣଙ୍କୁ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ । ଜୀବନରେ ନୂଆଲକ୍ଷ୍ୟ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର‌୍ୟ୍ୟ କରିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :